Masthead

ଦରମା ବୃଦ୍ଧି ଦାବିରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଙ୍ଘ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଚାରି ଦଫା ଦାବି ନେଇ କଳାହାଣ୍ଡି ଜିଲ୍ଲା ପଞ୍ଚାୟତ ନିର୍ବାହୀ ଅଧିକାରୀ ସଙ୍ଘର ଦାବିପତ୍ର । ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି ସଂଘ । ଦାବି ପୂରଣ ନ ହେଲେ ସମୂହ ଛୁଟି ପାଇଁ ଚେତାବନୀ ଦେଇଛି । କଳାହାଣ୍ଡି ଜିଲ୍ଲା ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘ ପଦୋନ୍ନତି ଓ ଦରମା ବୃଦ୍ଧି ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲାପାଳ ଜରିଆରେ ଦାବିପତ୍ର ଦିଆଯାଇଛି ଯଦି ଦାବି ପୂରଣ ନ ହୁଏ ତେବେ ଆସନ୍ତା ୭ ରୁ କଳାବ୍ୟାଜ ଲଗେଇ ପ୍ରତିବାଦ କରିବେ ଏବଂ ୧୭ରୁ ସମୂହ ଛୁଟିରେ ରହି ଅସହଯୋଗ ଆନ୍ଦୋଳନ କରିବେ ବୋଲି ଜିଲ୍ଲା ପଂଚାୟତ ନିର୍ବାହୀ ଅଧିକାରୀ ସଙ୍ଘ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା