Masthead

ହାତୀ ଛାଡ଼ି ସାଇକେଲରେ ମିଶିଲେ ୬ ବିଧାୟକ

ବଡ଼ ଖବର ବ୍ୟୁରୋ: ମୟାବତୀଙ୍କ ବହୁଜନ ସମାଜ ପାର୍ଟିକ ବଡ଼ ଝଟକା । ୬ ଜଣ ବିଏସପି ବିଧାୟକ ହାତୀ ଛାଡ଼ି ସାଇକେଲରେ ମିଶିଛନ୍ତି । ଅର୍ଥାତ ଜାତିକୁ ନେଇ ରାଜନୀତି କରୁଥିବା ମୟାବତୀଙ୍କ ବହୁଜନ ପାର୍ଟିର ୬ ଜଣ ବିଧାୟକ ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟିରେ ମିଶିଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ଉତ୍ତରପ୍ରଦେଶରେ ରାଜନୀତି ବେଶ ସରଗରମ ହୋଇ ଉଠିଛି । ସେପଟେ ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି ।

ଏନେଇ ସମସ୍ତ ଦଳ ନିଜ ନିଜର ଋଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି । ଏହା ମଧ୍ୟରେ ଏପରି ଘଟଣା ସାମ୍ନାକୁ ଆସିବା ବହୁଜନ ସମାଜ ବାଦ ପାର୍ଟି ପାଇଁ ଚିନ୍ତାର ବିଷୟ ପାଲଟିଛି । ସେପଟେ ଭାରତୀୟ ଜନତା ପାର୍ଟିର ବିଧାୟକ ମଧ୍ୟ ପଦ୍ମ ଛାଡ଼ି ସାଇକେଲ ଧରିଛନ୍ତି । ଅଖିଳେଶ ଯାଦବଙ୍କ ଉପସ୍ଥିତିରେ ସେମାନେ ସମାଜବାଦୀ ପାର୍ଟିରେ ସାମିଲ ହୋଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା