୧୪ମାସ ପରେ ମୃତ୍ୟୁ ସଂଖ୍ୟା ଜିରୋ

(ବଡ଼ ଖବର ବ୍ୟୁରୋ): ସବୁଆଡ଼େ ବ୍ୟାପୁଛି କରୋନା । ସାରା ବିଶ୍ୱ ଏବେ ଏହି ଭାଇରସ ସହ ଲଢ଼ୁଛି । ତେବେ ଏତିକି ବେଳେ ଆସିଛି ଖୁସିଖବର । ଇଂଲଣ୍ଡ, ସ୍କଟଲ୍ୟାଣ୍ଡବାସୀଙ୍କ ଲାଗି ଆଶ୍ୱସ୍ତି । ଦୀର୍ଘ ୧୪ ମାସ ପରେ ଇଂଲଣ୍ଡରେ ଆଜି କରୋନା ଜନିତ ମୃତ୍ୟୁ ସଂଖ୍ୟା ଜିରୋ ହୋଇଛି ।

ଇଂଲଣ୍ଡ, ସ୍କଟଲ୍ୟାଣ, ନେଦର ଆୟରଲ୍ୟାଣ୍ଡରେ ଦ୍ରୁତ ଗତିରେ କମିବାରେ ଲାଗିଛି ସଂକ୍ରମଣ । ଆଉ ଆଜି ସ୍କଟଲ୍ୟାଣ, ନେଦର ଆୟରଲ୍ୟାଣ୍ଡରେ ମୃତ୍ୟୁ ସଂଖ୍ୟା ଶୂନ୍ୟ ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ