Masthead

କୋଲକାତାକୁ ମାଗଣା ବସ୍ ସେବା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋଲକାତାକୁ ମାଗଣା ବସ୍ ସେବା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ, ଭୁବନେଶ୍ୱର ଏବଂ କଟକରୁ କୋଲକାତା ମାଗଣା ବସ ସେବା ଯୋଗାଇଦେବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାଲେଶ୍ୱର ରୁଟରେ ଟ୍ରେନ୍ ଚଳାଚଳ ସ୍ୱାଭାବିକ୍ ହେବା ପର୍ଯ୍ୟନ୍ତ ଏହି ବସ୍ ସେବା ଜାରି ରହିବ । ତେବେ ଏନେଇ ଯାହାବି ଖର୍ଚ୍ଚ ହେବ ତାହା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଖର୍ଚ୍ଚ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ