Masthead

ମାଟ୍ରିକ ପିଲାଙ୍କୁ ମାଗଣା ଟେଷ୍ଟ-ପେପର

ଭୁବନେଶ୍ୱର( ବଡ଼ ଖବର): ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମିଳିବ ମାଗଣା ଟେଷ୍ଟ-ପେପର । ଟେଷ୍ଟ-ପେପର ମାଗଣାରେ ଯୋଗାଇବେ ରାଜ୍ୟ ସରକାର । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଆସନ୍ତା ୨୨ ତାରିଖ ସୁଦ୍ଧା ତଥ୍ୟ ଦେବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତଥ୍ୟ ମିଳିବା ପରେ ଟେଷ୍ଟ ପେପର ଛପାଯାଇ ବିଦ୍ୟାର୍ଥୀଙ୍କୁ ବଣ୍ଟନ କରାଯିବ । ୭୦୦ ପୃଷ୍ଠା ବିଶିଷ୍ଟ ଏହି ବହିରେ ସମ୍ଭାବ୍ୟ ପ୍ରଶ୍ନ ସହ ଉତ୍ତର ମଧ୍ୟ ରହିବ । ବିଦ୍ୟାର୍ଥୀଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତି କରିବାରେ ସହାୟକ ହେବା ନେଇ ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ୬ ଲକ୍ଷ ୨୦ ହଜାର ୫୦୮ ଜଣ ବିଦ୍ୟାର୍ଥୀ ଉପକୃତ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ