ମାଟ୍ରିକ ପିଲାଙ୍କୁ ମାଗଣା ଟେଷ୍ଟ-ପେପର

ଭୁବନେଶ୍ୱର( ବଡ଼ ଖବର): ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମିଳିବ ମାଗଣା ଟେଷ୍ଟ-ପେପର । ଟେଷ୍ଟ-ପେପର ମାଗଣାରେ ଯୋଗାଇବେ ରାଜ୍ୟ ସରକାର । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଆସନ୍ତା ୨୨ ତାରିଖ ସୁଦ୍ଧା ତଥ୍ୟ ଦେବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତଥ୍ୟ ମିଳିବା ପରେ ଟେଷ୍ଟ ପେପର ଛପାଯାଇ ବିଦ୍ୟାର୍ଥୀଙ୍କୁ ବଣ୍ଟନ କରାଯିବ । ୭୦୦ ପୃଷ୍ଠା ବିଶିଷ୍ଟ ଏହି ବହିରେ ସମ୍ଭାବ୍ୟ ପ୍ରଶ୍ନ ସହ ଉତ୍ତର ମଧ୍ୟ ରହିବ । ବିଦ୍ୟାର୍ଥୀଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତି କରିବାରେ ସହାୟକ ହେବା ନେଇ ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ୬ ଲକ୍ଷ ୨୦ ହଜାର ୫୦୮ ଜଣ ବିଦ୍ୟାର୍ଥୀ ଉପକୃତ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’