Masthead

ବଡବନ୍ଧକେରା ଗ୍ରାମରେ ବୋମାମାଡ, ଛିଣ୍ଡିଲା ଯୁବକଙ୍କ ହାତ

ବ୍ରହ୍ମଗିରି (ବଡ଼ ଖବର ବ୍ୟୁରୋ): ବ୍ରହ୍ମଗିରି ଥାନା ବଡବନ୍ଧକେରା ଗ୍ରାମରେ ବୋମାମାଡ । ଜଣେ ଆହତ ଜଣେ ଗୁରୁତର। ବ୍ରହ୍ମଗିରି ବଡବନ୍ଧକେରା ଗ୍ରାମରେ ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ ଭୋଜି ଚାଲିଥିବା ସମୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇଗୋଷ୍ଠି ମଧ୍ୟରେ ହାତାହାତି ହୋଇଥିଲେ, କ୍ରମଶଃ ଏହା ହାତାହାତିରୁ ବୋମାବର୍ଷଣ ପର୍ଯ୍ୟନ୍ତ ପହଁଞ୍ଚିଥିଲା ।

ବୋମାମାଡରେ ଉକ୍ତ ଗ୍ରାମର ମନୋଜ ପାଣିଙ୍କ ବାମ ହାତ ଛିଣ୍ଡି ପଡିଥିବା ବେଳେ ମୁଣ୍ଡରେ ଶକ୍ତ ଆଘାତ ଲାଘିଛି । ତାଙ୍କୁ ଗୁରୁତର ଭାବରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ତାନାନ୍ତର କରାଯାଇଛି । ସାମାନ୍ୟ ଆଘାତ ହୋଇ ସେହି ଗ୍ରାମର ଭାଗୀରଥି ପରିଡା ରେବଣା ନୁଆଗାଁ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ଆଇନଶୃଙ୍ଖଳା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଉକ୍ତ ଗ୍ରାମରେ ୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ