Masthead

୨୬ରୁ ପୁଣି ଜୋରଦାର ହେବ ପ୍ରାଥମିକ ଶିକ୍ଷକ ଆନ୍ଦୋଳନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୬ ତାରିଖରୁ ପୁଣି ଥରେ ରାଜରାସ୍ତାକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ ସଂଘ । ଏକ ବିଶାଳ ସମାବେଶ ଆୟୋଜନ ହେବ ବୋଲି କହିଛନ୍ତି ପ୍ରାଥମିକ ଶିକ୍ଷକ ସଂଘର ସଭାପତି ବ୍ରହ୍ମାନନ୍ଦ ମହାରାଣା । ଆନ୍ତଃ ମନ୍ତ୍ରୀରୀସ୍ତରୀୟ କମିଟିରେ ଆମର ତିନି ଦଫା ଦାବିକୁ ପୂରଣ କରାଯାଇପାରିବ ନାହିଁ ବୋଲି ସ୍ପଷ୍ଟ ମନାକରାଯାଇଥିଲା ।

ଏହାପରେ ଅଳ୍ପ କିଛି ସଂଘଠନ ଆନ୍ଦୋଳନରୁ ଓହରି ଯାଇଥିଲେ କିନ୍ତୁ ଅନ୍ୟ ସମସ୍ତ ସଂଘଠନ ଆନ୍ଦୋଳନକୁ ଜାରି ରଖିଛନ୍ତି । ଆସନ୍ତା ୨୬ ତାରିଖରୁ ବିଶାଳ ଅଧିବେଶନ କରିବ ପ୍ରାଥମିକ ଶିକ୍ଷକ ସଂଘ । ଏହାଦ୍ୱାରା ଶିକ୍ଷା ବ୍ୟବସ୍ଥାରେ ଯାହା କ୍ଷତି ରହିବ ସେଥିପାଇଁ ଗଣଶିକ୍ଷା ବିଭାଗ ଓ ରାଜ୍ୟ ସରାକର ଦାୟୀ ରହିବେ ବୋଲି ଚେତାବନୀ ଦେଇଛି ପ୍ରାଥମିକ ଶିକ୍ଷକ ସଂଘ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା