Masthead

୬ରୁ ପ୍ଲସ ଟୁ ଫର୍ମ ଫିଲପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୬ରୁ ପ୍ଲସ ଟୁ ଫର୍ମ ଫିଲପ । ଏ ସମ୍ପର୍କରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ରେଗୁଲାର ଓ କରେସ୍ପଣ୍ଡେଣ୍ଟସ କୋର୍ସର ଛାତ୍ରଛାତ୍ରୀମାନେ ଫେବୃଆରୀ ୧୨ରୁ ୨୪ପର୍ଯ୍ୟନ୍ତ ଅନଲାଇନରେ ଫର୍ମ ଫିଲପ କରିବେ । ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ଫେବୃଆରୀ ୬ରୁ ୧୨ ତାରିଖ ମଧ୍ୟରେ ଫର୍ମ ଫିଲପ କରିପାରିବେ । ପ୍ଲ ଟୁ କାଉନସିଲ ପକ୍ଷରୁ ପରୀକ୍ଷା ଫି ଓ ଅନ୍ୟାନ୍ୟ ଦେୟ ପାଇଁ ୫୨୦ଟଙ୍କା ଧାର୍ଯ୍ୟ କରାଯାଇଛି । ପ୍ରାଟିକାଲ ପରୀକ୍ଷା ଫି ଓ ପୋଜେକ୍ଟ ଫି ପାଇଁ ୪୦ଟଙ୍କା, ପ୍ରଥମ ଥର ବିଳମ୍ବରେ ଫର୍ମ ଫିଲପ କଲେ ୫୦ଟଙ୍କା ଜୋରିମାନା ଦେବାକୁ ପଡିବ । ସେହିପରି ୨ୟ ଥର ବିଳମ୍ବରେ ଫର୍ମ ଫିଲପ କଲେ ୩୫୦ଟଙ୍କା ଦେବାକୁ ପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି