Masthead

ଆଜିଠୁ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା ପାଇଁ ଅନଲାଇନ୍‌ ଫର୍ମ ଫିଲଅପ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା ପାଇଁ ଆରମ୍ଭ ହେଉଛି ଅନଲାଇନ୍‌ ଫର୍ମ ଫିଲଅପ୍‌। ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଏହାର ସୁଯୋଗ ନେଇପାରିବେ। ଚଳିତ ବର୍ଷ ଫର୍ମ ପୂରଣ ଲାଗି କୌଣସି ଫି ଦେବାକୁ ପଡ଼ିବ ନାହିଁ ।

ଆସନ୍ତା ୧୪ ତାରିଖ ସୁଦ୍ଧା ଫର୍ମ ଫିଲଅପ୍ ଶେଷ କରିବା ଲାଗି ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଜୁଲାଇ ୩୦ରୁ ଅଗଷ୍ଟ ୮ ଯାଏଁ ପରୀକ୍ଷା ହେବ। ପରୀକ୍ଷାର ୧୫ ଦିନ ମଧ୍ୟରେ ରେଜଲ୍ଟ ପ୍ରକାଶ କରାଯିବ ବୋଲି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି । ଅଫ୍ ଲାଇନରେ ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀଙ୍କ ପାଇଁ ଯୁକ୍ତ ୨ରେ ନାମଲେଖା ସମସ୍ୟା ହେବନି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର