Masthead

ଆଜିଠୁ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା ପାଇଁ ଅନଲାଇନ୍‌ ଫର୍ମ ଫିଲଅପ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା ପାଇଁ ଆରମ୍ଭ ହେଉଛି ଅନଲାଇନ୍‌ ଫର୍ମ ଫିଲଅପ୍‌। ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଏହାର ସୁଯୋଗ ନେଇପାରିବେ। ଚଳିତ ବର୍ଷ ଫର୍ମ ପୂରଣ ଲାଗି କୌଣସି ଫି ଦେବାକୁ ପଡ଼ିବ ନାହିଁ ।

ଆସନ୍ତା ୧୪ ତାରିଖ ସୁଦ୍ଧା ଫର୍ମ ଫିଲଅପ୍ ଶେଷ କରିବା ଲାଗି ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଜୁଲାଇ ୩୦ରୁ ଅଗଷ୍ଟ ୮ ଯାଏଁ ପରୀକ୍ଷା ହେବ। ପରୀକ୍ଷାର ୧୫ ଦିନ ମଧ୍ୟରେ ରେଜଲ୍ଟ ପ୍ରକାଶ କରାଯିବ ବୋଲି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି । ଅଫ୍ ଲାଇନରେ ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀଙ୍କ ପାଇଁ ଯୁକ୍ତ ୨ରେ ନାମଲେଖା ସମସ୍ୟା ହେବନି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ