Masthead

ଆଜିଠୁ ହୀରାଖଣ୍ଡ ସ୍ୱତନ୍ତ୍ର ଏକ୍ସପ୍ରେସ, ଦୁର୍ଘଟଣାରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ସ୍ୱତନ୍ତ୍ର ଏକ୍ସପ୍ରେସ ସନ୍ଧ୍ୟା ୬ଟାରେ ଗଡ଼ିବ । ଏହି ଅତ୍ୟାଧୁନିକ ନୂତନ ଏଲଏଚବି ର୍ୟକକୁ ନିଜେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁଭାରମ୍ଭ କରିଛନ୍ତି । ନୂଆଦିଲ୍ଲୀ ରେଳ ଭବନରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ଅଶ୍ୱିନୀ ବୈଷ୍ଣବ । ଯାତ୍ରୀଙ୍କୁ ଉତ୍ତମ ଓ ଆରାମଦାୟକ ସେବା ଯୋଗାଇବାକୁ ପୂର୍ବତଟ ରେଳପଥ ପାରମ୍ପରିକ କୋଚ ଗଚୁଡ଼ିକୁ ବଦଳାଇ ଅତ୍ୟାଧୁନିକ ଲିଙ୍କେ-ହୋଫମାନ-ବୁଶ କୋଚ କରାଯାଇଛି ।

ଦୁର୍ଘଟଣା ସମୟରେ କୋଚ ଉପରେ କୋଚ ନ ଚଢ଼ି ପାଖାପାଖି ହୋଇଯିବ । ଏହି କୋଚ ଗୁଡ଼ିକ ପୂର୍ବ କୋଚ ଭଳି ଓଳଟି ଯିବନି । ଏହାଛଡ଼ା ଏହି କୋଚ ଗୁଡ଼ିକର ରକ୍ଷଣାପେକ୍ଷଣା ଖର୍ଚ୍ଚ ମଧ୍ୟ କମ । ଏହି ସ୍ୱତନ୍ତ୍ର ହୀରାଖଣ୍ଡ ଏକ୍ସପ୍ରେସ ଆଜି ଭୁବନେଶ୍ୱରରୁ ବାହାରି ଆସନ୍ତା କାଲି ଜଗଦଲପୁରରୁ ଏଲଏଚବି କୋଚ ନେଇ ଯିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ