Masthead

ଆଜିଠୁ ହୀରାଖଣ୍ଡ ସ୍ୱତନ୍ତ୍ର ଏକ୍ସପ୍ରେସ, ଦୁର୍ଘଟଣାରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ସ୍ୱତନ୍ତ୍ର ଏକ୍ସପ୍ରେସ ସନ୍ଧ୍ୟା ୬ଟାରେ ଗଡ଼ିବ । ଏହି ଅତ୍ୟାଧୁନିକ ନୂତନ ଏଲଏଚବି ର୍ୟକକୁ ନିଜେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁଭାରମ୍ଭ କରିଛନ୍ତି । ନୂଆଦିଲ୍ଲୀ ରେଳ ଭବନରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ଅଶ୍ୱିନୀ ବୈଷ୍ଣବ । ଯାତ୍ରୀଙ୍କୁ ଉତ୍ତମ ଓ ଆରାମଦାୟକ ସେବା ଯୋଗାଇବାକୁ ପୂର୍ବତଟ ରେଳପଥ ପାରମ୍ପରିକ କୋଚ ଗଚୁଡ଼ିକୁ ବଦଳାଇ ଅତ୍ୟାଧୁନିକ ଲିଙ୍କେ-ହୋଫମାନ-ବୁଶ କୋଚ କରାଯାଇଛି ।

ଦୁର୍ଘଟଣା ସମୟରେ କୋଚ ଉପରେ କୋଚ ନ ଚଢ଼ି ପାଖାପାଖି ହୋଇଯିବ । ଏହି କୋଚ ଗୁଡ଼ିକ ପୂର୍ବ କୋଚ ଭଳି ଓଳଟି ଯିବନି । ଏହାଛଡ଼ା ଏହି କୋଚ ଗୁଡ଼ିକର ରକ୍ଷଣାପେକ୍ଷଣା ଖର୍ଚ୍ଚ ମଧ୍ୟ କମ । ଏହି ସ୍ୱତନ୍ତ୍ର ହୀରାଖଣ୍ଡ ଏକ୍ସପ୍ରେସ ଆଜି ଭୁବନେଶ୍ୱରରୁ ବାହାରି ଆସନ୍ତା କାଲି ଜଗଦଲପୁରରୁ ଏଲଏଚବି କୋଚ ନେଇ ଯିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା