Masthead

ଆଜିଠାରୁ ରାଜ୍ୟର ୧୨ ଜିଲ୍ଲାରେ ହେବ ସେରୋ ସର୍ଭେ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଠାରୁ ରାଜ୍ୟର ୧୨ ଜିଲ୍ଲାରେ ଆରମ୍ଭ ହେବ ସେରୋ ସର୍ଭେ । ଏନେଇ ସୂଚନା ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ପ୍ରଦିପ୍ତ ମହାପାତ୍ର । ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ନବରଙ୍ଗପୁର, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର ଓ କନ୍ଧମାଳ ଜିଲ୍ଲାରେ ଏହି ସର୍ଭେ କରାଯିବ । ପ୍ରତ୍ୟେକ ଜିଲ୍ଲାରୁ ଶହେଜଣ ସ୍ୱାସ୍ଥ୍ୟ କର୍ମୀଙ୍କ ଠାରୁ ନମୁନା ସଂଗ୍ରହ କରାଯିବ ।

ଏଥିସହିତ ୧୨ ଜିଲ୍ଲାରୁ ମୋଟ ୬୬୮୦ ନମୁନା ସଂଗ୍ରହ କରାଯିବ ବୋଲି ସ୍ୱସ୍ଥ୍ୟ ସଚିବ ସୂଚନା ଦେଇଛନ୍ତି । ଏହି ସର୍ଭେ ଆସନ୍ତା ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଚାଲିବ । ସର୍ଭେ ପାଇଁ ଆଇସିଏମଆର ପକ୍ଷରୁ ଟିମ କରାଯାଇଛି । ଏହି ଟିମକୁ ପ୍ରତ୍ୟେକ ଜିଲ୍ଲାରେ ଜଣେ ଜଣେ ନୋଡ଼ାଲ ଅଫିସର ସହଯୋଗ କରିବେ । ଏହି ସର୍ଭେ ଅଧିକ ପ୍ରଭବଶାଳି ହେବ ବୋଲି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦିପ୍ତ ମହାପାତ୍ର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି