Masthead

ଶ୍ରୀରାମ ମନ୍ଦିର ନିଧି ସଂଗ୍ରହ ଅଭିଯାନ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ଆରମ୍ଭ ହେବ ଶ୍ରୀରାମ ମନ୍ଦିର ନିଧି ସଂଗ୍ରହ ଅଭିଯାନ । ଜାନୁଆରୀ ୨୫ରୁ ଆରମ୍ଭ ହେବ ଅଭିଯାନ । ପଶ୍ଚିମ ଓଡ଼ିଶା ବିଶ୍ୱ ହିନ୍ଦୁ ପରିଷଦ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିବ । ସମ୍ବଲପୁରରେ ସାମ୍ବାଦିକ ସମ୍ମିଳନୀରେ ଭିଏଚପି ନେତା ସପନ କୁମାର ମୁଖାର୍ଜୀ ଏହି ସୂଚନା ଦେଇଛନ୍ତି । ଆସନ୍ତା ୧୫ ଜାନୁଆରୀରୁ ୨୭ ଫେବୃଆରୀ ଯାଏଁ ଏହି କାର୍ଯ୍ୟକ୍ରମ କରାଯିବ । ଦେଶରେ ୪ଲକ୍ଷ ଗାଁର ୧୧ କୋଟି ପରିବାରଙ୍କ ସମ୍ପର୍କ ସ୍ଥାପନ କରାଯାଇ ନିଧି ସଂଗ୍ରହ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ