Masthead

ସିଲାବସ ପରିବର୍ତ୍ତନକୁ ନେଇ ନୀତିଶଙ୍କ ଅସନ୍ତୋଷ

ପାଟନା(ବଡ଼ ଖବର ବ୍ୟୁରୋ):  ବିହାରର ଜୟ ପ୍ରକାଶ ବିଶ୍ୱବିଦ୍ୟାଳୟର ପଲିଟିକାଲ ସାଇନ୍ସର ସିଲାବସରେ ପରିବର୍ତ୍ତନ କରାଯାଇଛି । ଏହାକୁ ନେଇ ପୂର୍ବତନ ବଜେପି ବିଧାୟକ ତଥା ବର୍ତ୍ତମାନର ବିହାର ରାଜ୍ୟପାଳ ଫଗୁ ଚୈାହାନଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ନୀତିଶ କୁମାର । ନୁଆ ଶିକ୍ଷାବର୍ଷ ଅନୁସାରେ ପିଲାଙ୍କ ପାଇଁ ନୁଆ ସିଲାବସ୍ ଆରମ୍ଭ ହୋଇଛି । ଏହାକୁ କୁଳାଧିପତି ସ୍ୱୀକୃତି ଦେଇଛନ୍ତି ରାଜ୍ୟପାଳ ଫଗୁ ଚୌହାନ । ତେବେ ଏହାକୁ ବିରୋଧ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ସେ କହିଛନ୍ତି ଯେ ଯାହା ନଁରେ କଲେଜ ତାଙ୍କ ସମ୍ପର୍କରେ ପାଠ ପଢା କିପରି ହେବ ନାହିଁ ।

ପରିବର୍ତ୍ତିତ ସିଲାବସରେ ନାୟକ ଜୟ ପ୍ରକାଶ ନାରାୟଣ ଓ ରାମ ମନୋହର ଲୋହିଆଙ୍କ ଜୀବନୀ ବିଷୟବସ୍ତୁକୁ ହଟାଇ ଦିଆଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହା ଉପରେ ତୀବ୍ର ପ୍ରତିକ୍ରୀୟା ପ୍ରକାଶ କରିଛନ୍ତି । ରାଜ୍ୟ ଶିକ୍ଷା ମନ୍ତ୍ରୀ ବିଜୟ ଚୌଧୁରୀଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ , ନାତୀଶ କୁମାର ଏହି ଖବର ପାଇବା ମାତ୍ରେ ତୁରନ୍ତ ବିଜୟ ଚୌଧୁରୀଙ୍କୁ ଫୋନ କରିଥିଲେ । ତେବେ ସିଲାବସ୍ରେ ଆବଶ୍ୟକ ଅନୁଯାୟୀ ସଶୋଂଧନ ଜରୁରୀ ବୋଲି ନୀତିଶ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି