ନାବାଳିକାକୁ ଦୁଷ୍କର୍ମ, ଜଣେ ଗିରଫ

ଜି ଉଦୟଗିରି(ବଡ଼ ଖବର ବ୍ୟୁରୋ): ରାଇପଲି ଗ୍ରାମର ବିଜୟ ନାୟକ ଏକ ଦୋକାନ କରିଛନ୍ତି । କାଲି ସକାଳେ ସେ ୭ବର୍ଷର ନାବାଳିକାକୁ ଦୋକାନକୁ ଡାକିଥିଲେ । ଚକୋଲେଟ ଦେବା ବାହାନାରେ ଦୁଷ୍କର୍ମ କରିଥିଲେ । ଝିଅଟି କାନ୍ଦି କାନ୍ଦି ପରିବାର ଲୋକଙ୍କୁ କହିଥିଲା । ପରିବାର ଲୋକେ ଜି ଉଦୟଗିରି ଥାନାରେ ଅଭିଯୋଗ କରିଥିଲେ । ବିଜୟକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ