Masthead

ସବ ଡିଭିଜନ ମାନ୍ୟତା ଦାବିରେ ବନ୍ଦ ପାଳନ

ଜି. ଉଦୟଗିରି (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲାର ଘୁ.ଉଦୟଗିରିକୁ ରାଜସ୍ୱ ଉପଖଣ୍ଡ ଘୋଷଣା ଦାବିରେ ଆଜି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୨୪ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଯାହା ଫଳରେ ବାଲିଗୁଡ଼ା ,ବ୍ରହ୍ମପୁର, ଭୁବନେଶ୍ୱର, ଭଞ୍ଜନଗର, ଫୁଲବାଣୀ ଆଦି ସ୍ଥାନକୁ ଗାଡି ଚଳାଚଳ ବନ୍ଦ ରହିଛି। ଘୁ. ଉଦୟଗିରିକୁ ଉପଖଣ୍ଡ ମାନ୍ୟତା ଦାବି ବହୁଦିନର ହୋଇଥିବା ବେଳେ ଏହି ଦାବିକୁ ରାଜ୍ୟ ସରକାର ଅଣଦେଖା କରିଛନ୍ତି ।

ପ୍ରତିବାଦ ସ୍ବରୂପ ଆଜି ସ୍ଥାନୀୟ ଅଞ୍ଚଳରେ ଆନ୍ଦୋଳନ ମୁଣ୍ଡ ଟେକିଛି । ଘୁ.ଉଦୟଗିୟଗିରି ମିଳିତ କ୍ରିୟାନୁଷ୍ଠାନ କମିଟି ଆନୁକୂଲ୍ୟରେ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ୨୫ରୁ ଅଧିକ ସଂଘ ଏବଂ ସଂଗଠନ ଯୋଗ ଦେଇ ନିଜ ସମର୍ଥନ ସହ ଦାବି ପୂରଣ ନିମନ୍ତେ ୨୪ଘଣ୍ଟାବନ୍ଦ ଡାକରା ରେ ସାମିଲ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ