Masthead

ଉତକ୍ଷେପଣର ୫ ସେକେଣ୍ଡ ପୂର୍ବରୁ ଅଟକିଲା ଗଗନୟାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗଗନୟାନ ପରୀକ୍ଷଣ ସ୍ଥଗିତ । ବୈଷୟିକ ତ୍ରୁଟି ଯୋଗୁ ସ୍ଥଗିତ ରହିଲା ପରୀକ୍ଷଣ । ଶେଷ ମୁହୂର୍ତ୍ତରେ ପରୀକ୍ଷଣ ସ୍ଥଗିତ । ଗଣମାଧ୍ୟମକୁ ସମ୍ବୋଧିତ କରିବାବେଳେ ଇସ୍ରୋ ମୁଖ୍ୟ ଏସ ସୋମନାଥ କହିଛନ୍ତି, କ’ଣ ଭୁଲ ହୋଇଛି ଆମେ ଜାଣିବାକୁ ଚେଷ୍ଟା କରୁଛୁ। ଏହି ମିଶନ ଶନିବାର (୨୧ ଅକ୍ଟୋବର) ସକାଳ ୮ଟାରେ ଲଞ୍ଚ ହେବାର ଥିଲା।

ହେଲେ କିଛି ବୈଷୟିକ କାରଣରୁ ଏହାକୁ ସ୍ଥଗିତ ରଖିବାକୁ ପଡିଛି। ଲଞ୍ଚ ଭେହିକିଲ ସମ୍ପୂର୍ଣ୍ଣ ସୁରକ୍ଷିତ ରହିଛି। କେବେ ପରୀକ୍ଷଣ ହେବ ସେନେଇ ଖୁବ୍‌ଶୀଘ୍ର ତାରିଖ ଘୋଷଣା ହେବ ବୋଲି ଇସ୍ରୋ ମୁଖ୍ୟ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ