ବିବାହ ଭୋଜିରେ ଛୁରୀ ଭୁଷିି ହତ୍ୟା, ପ୍ରତିଶୋଧ ନିଆଁରେ ପୋଡିଲେ ଘର

ଗଜପତି (ବଡ଼ ଖବର ବ୍ୟୁରୋ): ବିବାହ ଭୋଜିରେ ଅଘଟଣ । ଯୁବକଙ୍କୁ ଛୁରୀ ଭୁଷିି ହତ୍ୟା । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ନଡ଼ିଆ ସାହିରେ । ମୃତକ ହେଲେ ପ୍ରଶାନ୍ତ ପ୍ରଧାନ । ବିବାହ ଭୋଜିରେ ପ୍ରଶାନ୍ତ ପ୍ରଧାନଙ୍କୁ ଛୁରୀ ମାରି ହତ୍ୟା କରାଯାଇଥିବା ସୂଚନା ମିଳିଛି ।

ହତ୍ୟା କରିଥିବା ଯୁବକର ଘରକୁ ପୋଡ଼ି ନଷ୍ଟ କରିଛନ୍ତି ମୃତକଙ୍କ ପରିବାର ଲୋକେ । ହତ୍ୟା କରିଥିବା ଯୁବକକୁ ପୋଲିସ କାବୁ କରି ଥାନାରେ ଅଟକ ରଖିଛି। ଉକ୍ତ ଘଟଣାକୁ କେନ୍ଦ୍ର କରି ମୃତ ପରିବାର ସହ ଗ୍ରାମବାସୀ ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ମୋହନା ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ