Masthead

‘ମହାପ୍ରଭୁଙ୍କ ପ୍ରଚାର ପ୍ରସାର ପାଇଁ ବହୁ ଭାଷାରେ ପୁସ୍ତକ ଲେଖାଯିବ’

ପୁରୀ (ବଡ଼ ଖବର ବ୍ୟୁରୋ):  ଦୁଇ ଦିନ ପରେ ଘୋଷ ଯାତ୍ରା । ଯାହାକୁ ନେଇ ବଡ଼ଦାଣ୍ଡ ଚଳଚଞ୍ଚଳ । ରଥକୁ ଶେଷ ସ୍ପର୍ଶ ଦେବାରେ ଲାଗିପଡ଼ିଛନ୍ତି କାରିଗର । ସେପଟେ ଇସ୍କନ ପକ୍ଷରୁ ହେଉଥିବା ରଥଯାତ୍ରକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । କହିଛନ୍ତି ଇସ୍କନ ପକ୍ଷରୁ ହେଉଥିବା ଅଦିନିଆ ରଥଯାତ୍ରା ବନ୍ଦ ହେବା ଆବଶ୍ୟକ। ଶାସ୍ତ୍ର ଅନୁଯାୟୀ ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥିରେ ରଥଯାତ୍ରା ହେବା କଥା। ମହାପ୍ରଭୁଙ୍କ ପ୍ରଚାର ପ୍ରସାର ପାଇଁ ବହୁ ଭାଷାରେ ପୁସ୍ତକ ଲେଖାଯିବା ଆବଶ୍ୟକ। ଫଳରେ ବ୍ୟାପକ ପ୍ରଚାର ପ୍ରସାର ହେବାର ଆବଶ୍ୟକତା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ