Masthead

‘ମହାପ୍ରଭୁଙ୍କ ପ୍ରଚାର ପ୍ରସାର ପାଇଁ ବହୁ ଭାଷାରେ ପୁସ୍ତକ ଲେଖାଯିବ’

ପୁରୀ (ବଡ଼ ଖବର ବ୍ୟୁରୋ):  ଦୁଇ ଦିନ ପରେ ଘୋଷ ଯାତ୍ରା । ଯାହାକୁ ନେଇ ବଡ଼ଦାଣ୍ଡ ଚଳଚଞ୍ଚଳ । ରଥକୁ ଶେଷ ସ୍ପର୍ଶ ଦେବାରେ ଲାଗିପଡ଼ିଛନ୍ତି କାରିଗର । ସେପଟେ ଇସ୍କନ ପକ୍ଷରୁ ହେଉଥିବା ରଥଯାତ୍ରକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । କହିଛନ୍ତି ଇସ୍କନ ପକ୍ଷରୁ ହେଉଥିବା ଅଦିନିଆ ରଥଯାତ୍ରା ବନ୍ଦ ହେବା ଆବଶ୍ୟକ। ଶାସ୍ତ୍ର ଅନୁଯାୟୀ ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥିରେ ରଥଯାତ୍ରା ହେବା କଥା। ମହାପ୍ରଭୁଙ୍କ ପ୍ରଚାର ପ୍ରସାର ପାଇଁ ବହୁ ଭାଷାରେ ପୁସ୍ତକ ଲେଖାଯିବା ଆବଶ୍ୟକ। ଫଳରେ ବ୍ୟାପକ ପ୍ରଚାର ପ୍ରସାର ହେବାର ଆବଶ୍ୟକତା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ