Masthead

ଆଜି ୧୨ ଘଣ୍ଟିଆ ଗଜପତି ବନ୍ଦ

ଗଜପତି (ବଡ଼ ଖବର ବ୍ୟୁରୋ): ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା ପ୍ରତିବାଦରେ ଆଜି ୧୨ଘଣ୍ଟିଆ ଗଜପତି ଜିଲ୍ଲା ବନ୍ଦ । ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ସଂଧ୍ୟା ୬ ଯାଏ ବନ୍ଦର ପ୍ରଭାବ ରହିବ। ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜେପି କର୍ମୀଙ୍କ ପକ୍ଷରୁ ପିକେଟିଂ କରାଯାଉଛି । ଦୋକାନ ବଜାର ଏବଂ ବସ୍ ଚଳାଚଳ ବନ୍ଦ ରହିଛି । ମମିତା ମେହେରଙ୍କ ପରିବାରକୁ ନ୍ୟାୟ ସହ ଶକ୍ତିମନ୍ତ୍ରୀ କ୍ୟପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବନ୍ଦର ଡାକରା ଦେଇଛି ଦଳ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ