Masthead

ଭିତର ରତ୍ନଭଣ୍ଡାରରେ ଗଜପତି ମହାରାଜା

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଶ୍ରୀନଅରରୁ ବାହାରି ଶ୍ରୀମନ୍ଦିର ଗଲେ ଗଜପତି ମହାରାଜା । ଦକ୍ଷିଣ ଦ୍ୱାର ଦେଇ ପ୍ରବେଶ କଲେ ଗଜପତି ମହାରାଜା । ଭିତର ରତ୍ନଭଣ୍ଡାରରେ ଗଜପତି ମହାରାଜା ସ୍ଥିତି ଅନୁଧ୍ୟାନ କରିବେ ।

ପ୍ରଥମ ଥର ଯେତେବେଳେ ରତ୍ନଭଣ୍ଡାର ଖୋଲାଯାଇଥିଲା ସେସମୟରେ ଭଣ୍ଡାର ଭିତରକୁ ଗଜପତିଙ୍କ ପ୍ରତିନିଧି ଯାଇଥିଲେ । ରତ୍ନଭଣ୍ଡାରକୁ ଯିବା ପୂର୍ବରୁ ଯାଞ୍ଚ କମିଟି ପକ୍ଷରୁ ବସିଥିବା ବୈଠକରେ ଭିତର ରତ୍ନଭଣ୍ଡାରକୁ ଯିବା ପାଇଁ ଗଜପତି ମହାରାଜଙ୍କୁ ଅନୁରୋଧ କରାଯାଇଛି ବୋଲି କମିଟି ଅଧ୍ୟକ୍ଷ ଓ ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ