Masthead

ଭିତର ରତ୍ନଭଣ୍ଡାରକୁ ଯିବେ ଗଜପତି ମହାରାଜା !

ପୁରୀ (ବଡ଼ ଖବର ବ୍ୟୁରୋ): ଭିତର ରତ୍ନଭଣ୍ଡାରକୁ ଯାଇପାରନ୍ତି ଗଜପତି ମହାରାଜା । ଏନେଇ ସୂଚନା ଦେଲେ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ସ୍ଥିତି ଦେଖି ତତ୍କାଳ ନିଷ୍ପତ୍ତି ନେବୁ କହିଲେ କମିଟି ଅଧ୍ୟକ୍ଷ ଜଷ୍ଟିସ ରଥ । ମହାରାଜ ଉପସ୍ଥିତ ରହିଲେ ଆମେ ଭାଗ୍ୟ ମନେ କରିବୁ କହିଲେ ବିଶ୍ବନାଥ ରଥ । ସେ କହିଛନ୍ତି ଆଗ ଖୋଲିବା ପରେ କେତେ ରତ୍ନ ଅଛି, ଦେଖିବା ପରେ ନିଷ୍ପତ୍ତି ।

ସେପଟେ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଶ୍ରୀମନ୍ଦିରକୁ ଗଲେ ଓଡ୍ରାଫ୍ ଟିମ୍ । ଆଧୁନିକ ସରଞ୍ଜାମ ସହ ଗଲେ ଓଡ୍ରାଫ୍ ଟିମ୍ । ସ୍ନେକ୍ ହେଲ୍ପ ଲାଇନ୍ ଟିମ୍ ମଧ୍ୟ ଶ୍ରୀମନ୍ଦିରକୁ ଗଲେ । କିଛି ସମୟ ପରେ ୧୧ ଜଣିଆ ଅଧିକୃତ ଟିମ୍ ଭିତର ରତ୍ନଭଣ୍ଡାର ଖୋଲିବେ ।

ଆଜି ଖୋଲିବ ଭିତର ରତ୍ନ ଭଣ୍ଡାର। ଏନେଇ ମାହେନ୍ଦ୍ର ବେଳା ସ୍ଥିର ହୋଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏନେଇ ସୂଚନା ଦେଇଛନ୍ତି। ସକାଳ ୯ଟା ୫୧ରେ ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ ସମୟ ଧାର୍ଯ୍ୟ ହୋଇଛି ଜଷ୍ଟିସ ରଥ କହିଛନ୍ତି। ସେ ଆହୁରି କହିଛନ୍ତି, ଭିତର ଭଣ୍ଡାରର ଅଳଙ୍କାର ସ୍ଥାନାନ୍ତର ପାଇଁ ଆଜି ଉଦ୍ୟମ କରିବୁ। ଶୁଭବେଳା ୯ଟା ୫୧ରେ ଭିତର ଭଣ୍ଡାରକୁ ଯିବୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା