Masthead

‘ଅବଢ଼ା ବାହାରିବାରେ ବିଳମ୍ବର ହେଉଥିବାରୁ ଫାଇଦା ନେଉଛନ୍ତି ଅସାଧୁ ବ୍ୟକ୍ତି’

ପୁରୀ (ବଡ଼ ଖବର ବ୍ୟୁରୋ):  କଲି ଅବଢାକୁ ନେଇ ଗଜପତି ଦିବ୍ୟସିଂହ ଦେବଙ୍କ ପ୍ରତିକ୍ରିୟା । କହିଛନ୍ତି ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁ ରେ ରନ୍ଧନ ଗ୍ରହଣୀୟ ନୁହେଁ। ଏହା କଳିଯୁଗର ପ୍ରଭାବ । ମହାପ୍ରସାଦ ଶ୍ରୀମନ୍ଦିର ବାହାରେ ହୋଇପାରିବ ନାହିଁ । ଏହା ପରମ୍ପରା ଏବଂ ସଂସ୍କୃତି ବାହାରେ । ପ୍ରଶାସନ ଏଦିଗରେ କାର୍ଯ୍ୟାନୁଷ୍ଠାନ ନେବାର ଆବଶ୍ୟକତା ରହିଛି । ପୁରୀରେ ମହାପ୍ରସାଦ ନାଁରେ ଠକେଇ ଅଭିଯୋଗ ଘଟଣାରେ ସିଂହଦ୍ୱାର ଥାନାରେ ଅଭିଯୋଗ ହୋଇଛି ।

ନକଲି ଅବଢ଼ା ରୋଷେଇ ବାସେଳି ସାହି ଅଞ୍ଚଳରେ ହୋଇଥିବାରୁ ଥାନାରେ ଅଭିଯୋଗ ହୋଇଛି । ଅଣବସର ତ୍ରୟୋଦଶୀ ତିଥିରେ ଅବଢ଼ା ବାହାରିବାରେ ବିଳମ୍ବର ହେଉଥିବାରୁ ଏହାର ଫାଇଦା ନେଉଛନ୍ତି କିଛି ଅସାଧୁ ବ୍ୟକ୍ତି । ବାହାରେ ରୋଷେଇ କରି ମହାପ୍ରସାଦ ନାଁରେ ଲୋକଙ୍କୁ ବିକ୍ରି କରି ଠକେଇ କରୁଥିବା ଅଭିଯୋଗ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା