Masthead

ବଜାରରେ ସାମସଙ୍ଗ ଗାଲେକ୍ସି ଏଫ-୪୧

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଶୁକ୍ରବାରଠାରୁ ଭାରତ ବଜାରରେ ମିଳୁଛି ସାମସଙ୍ଗ ଗାଲେକ୍ସି ଏଫ-୪୧। ଟ୍ରିପଲ ରିୟର କ୍ୟାମେରା, ୬୪ ଜିବି ମେଗା ପିକ୍ସଲ ସାଙ୍ଗକୁ ୬୦୦୦ଏମ ଏ ଏଚ ବ୍ୟାଟେରୀ । ୬ ଜିବି ର୍ୟାମ, ୬୪ଜିବି ଇଣ୍ଟରନାଲ ଷ୍ଟୋରେଜ ବ୍ୟବସ୍ଥା ରହିଛି । ଏସବୁ ମୋବାଇଲର ଦାମ ୧୫,୪୯୯ ରୁ ଆରମ୍ଭ । ତିନୋଟି କଲର ଉପଲବ୍ଧ । ଗ୍ରୀନ ଫିଉଜନ, ଫିଉଜନ ବ୍ଲୁ, ଫିଉଜନ ବ୍ଲାକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ