Masthead

ବଜାରରେ ସାମସଙ୍ଗ ଗାଲେକ୍ସି ଏଫ-୪୧

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଶୁକ୍ରବାରଠାରୁ ଭାରତ ବଜାରରେ ମିଳୁଛି ସାମସଙ୍ଗ ଗାଲେକ୍ସି ଏଫ-୪୧। ଟ୍ରିପଲ ରିୟର କ୍ୟାମେରା, ୬୪ ଜିବି ମେଗା ପିକ୍ସଲ ସାଙ୍ଗକୁ ୬୦୦୦ଏମ ଏ ଏଚ ବ୍ୟାଟେରୀ । ୬ ଜିବି ର୍ୟାମ, ୬୪ଜିବି ଇଣ୍ଟରନାଲ ଷ୍ଟୋରେଜ ବ୍ୟବସ୍ଥା ରହିଛି । ଏସବୁ ମୋବାଇଲର ଦାମ ୧୫,୪୯୯ ରୁ ଆରମ୍ଭ । ତିନୋଟି କଲର ଉପଲବ୍ଧ । ଗ୍ରୀନ ଫିଉଜନ, ଫିଉଜନ ବ୍ଲୁ, ଫିଉଜନ ବ୍ଲାକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ