Masthead

ଦୃଷ୍ଟି ଆଢୁଆଳରେ ଗଣକବି ବୈଷ୍ଣବ ପାଣିଙ୍କ ପ୍ରବେଶ ତୋରଣ

ମାହାଙ୍ଗା, (ବଡ଼ ଖବର ବ୍ୟୁରୋ): କଟକ ଜିଲା ମାହାଙ୍ଗା ଅଞ୍ଚଳ ଓସ୍ତମୂଳ ଖନ୍ଦଳ ବଜାରସ୍ଥିତ ଗଣକବି ବୈଷ୍ଣବ ପାଣିଙ୍କ ଗାଁକୁ ଯିବାକୁ ଥିବା ପ୍ରବେଶ ତୋରଣ ଦୀର୍ଘଦିନ ଧରି ଭାଙ୍ଗିରୁଜି ଯାଇଛି। ଅନେକ ନେତା ଆଉ ମନ୍ତ୍ରୀ ସେଇ ତୋରଣ ଦେଇ ଯାତାୟାତ କରୁଥିବା ବେଳେ କାହାର ନଜର ପଡୁ ନ ଥିବା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳ ମର୍ମାହତ। ଆଗାମୀ କୁମାର ପୂର୍ଣ୍ଣିମା ଦିନ ଗଣକବି ବୈଷ୍ଣବ ପାଣିଙ୍କ ଜନ୍ମ ଦିବସ। କିନ୍ତୁ ଏପଟେ ତୋରଣରେ ପଲସ୍ତରା ଖସିଯିବା ସହ ରଙ୍ଗ ମଧ୍ୟ ଛାଡ଼ିବାକୁ ବସିଲାଣି। ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେଇ ଏହାକୁ ମରାମତି କରିବାକୁ ସ୍ଥାନୀୟ ଜନସାଧାରଣ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ