Masthead

ଗଣେଶ ପୂଜାରୁ ନୂଆ ସଂସଦ ଭବନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗଶେଶ ପୂଜାରେ ହେବ ନୂଆ ସଂସଦ ଭବନରେ ବୈଠକ ଆରମ୍ଭ ହେବ । କେନ୍ଦ୍ରସରକାରଙ୍କ ପକ୍ଷରୁ ସେପ୍ଟେମ୍ବର ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ଏକ୫ ଦିନିଆ ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି । ୧୯ ତାରିଖ ଗଣେଶ ପୂଜାରୁ ନୂଆ ସଂସଦ ଭବନରେ ଏହି ଅଧିବେଶନର ଦ୍ୱିତୀୟ ଦିନ ଅନୁଷ୍ଠିତ ହେବ ।

୧୮ ତାରିଖରେ ଏହି ବୈଠକ ପୁରୁଣା ସଂସଦ ଭବନରେ ଆରମ୍ଭ ହେବ । ଏହାପରେ ୪ ଦିନ ନୂଆ ସଂସଦ ଭବନରେ ବୈଠକ ଚାଲିବ । ଏହି ଅଧିବେଶନରେ ସରକାର ‘ୱାନ ନେଶନ ୱାନ ଇଲେକଶନ’କୁ ନେଇ ବିଲ ଉପସ୍ଥାପନ କରିପାରନ୍ତି ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା