Masthead

ଗଣେଶ ପୂଜା ଭୋଗ ଖାଇ ୧୫ରୁ ଉର୍ଦ୍ଧ୍ୱ ଅସୁସ୍ଥ

ସୋରୋ(ବଡ଼ ଖବର ବ୍ୟୁରୋ): ଗଣେଶ ପୂଜା ଭୋଗ ଖାଇ ୧୫ରୁ ଉର୍ଦ୍ଧ୍ୱ ଲୋକ ଅସୁସ୍ଥ ହୋଇପଡିଛନ୍ତି । ଖନ୍ତାପଡ଼ା ଥାନା ଅଧୀନ ସରସତିଆ ୧୫ନଂ ୱାର୍ଡରେ ଗତକାଲି ଗଣେଶ ପୂଜା ଭୋଗ ଖାଇ ୧୫ରୁ ଉର୍ଦ୍ଧ୍ୱ ଲୋକେ ଝାଡା ବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସମସ୍ତ ଅସୁସ୍ଥଙ୍କୁ ଖନ୍ତାପଡ଼ା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭତ୍ତ କରାଯାଇଛି । ସରସତିଆ ଗ୍ରାମରେ ଆହୁରି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା