Masthead

ହାଇଦ୍ରାବଦରୁ ହାଇଦର ଗିରଫ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାଇଦର ଗିରଫ । ଗ୍ୟାଙ୍ଗଷ୍ଟାର ହାଇଦରକୁ ଗିରଫ କରାଯାଇଥିବା ସୂଚନା ଦେଲେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଗତ ଶନିବାର ହାଇଦର ଏସସିବି ମେଡିକାଲରୁ ଖସି ପଳାଇଥିଲା । ସୁରକ୍ଷାକର୍ମୀଙ୍କୁ ନିଶାଦେଇ ସେ ଖସି ଯିବାରେ ସଫଳ ହୋଇଥିଲା । ଆଜି ସଂଧ୍ୟାରେ କମିଶନରେଟ ପୋଲିସର ଏକ ଟିମ ତାକୁ ତେଲେଙ୍ଗାନାର ସଙ୍ଗାରେଡି ଜିଲ୍ଲାରୁ ଧରିଥିବା ସୂଚନା ଦେଇଛନ୍ତି କମିଶନର । ତେଲେଙ୍ଗାନା ପୋଲିସ ସହାୟତାରେ ହାଇଦରକୁ ଧରିଛି କମିଶନରେଟ ପୋଲିସ । ଖୁବଶ୍ରୀଘ୍ର ତାକୁ ଓଡ଼ିଶା ଆଣି କୋର୍ଟରେ ହାଜର କରାଯିବ ବୋଲି ସୂଚନା ଦେଇଛନ୍ତି କମିଶନର ।
ହାଇଦର ସୁରକ୍ଷାକର୍ମୀଙ୍କୁ ନିଶା ଦେଇ କଟକ ବଡ଼ମେଡିକାଲରୁ ଫେରାର ହୋଇଯାଇଥିଲା । ହାଇଦରକୁ ଖୋଜିବା ପାଇଁ ପୋଲିସ ପକ୍ଷରୁ ରାଜ୍ୟ ସାରା ବ୍ଲକିଂ ଚେକିଂ କରାଯାଇଥିଲା । ତେବେ ହାଇଦର ଓଡ଼ିଶା ସୀମାପାର ହୋଇ ତେଲେଙ୍ଗାନାର ସଙ୍ଗାରେଡି ଜିଲ୍ଲାରେ ଲୁଚିଥିବା ଜାଣିବାକୁ ପାଇଥିଲା କମିଶନରେଟ ପୋଲିସ । ତେବେ ବାଦମବାଡି ଥାନା ଅଧିକାରୀଙ୍କ ନେତୃତ୍ୱରେ ଦୁଇଟି ଟିମ ତେଲେଙ୍ଗାନା ଯାଇଥିଲେ । ଆଜି ସନ୍ଧ୍ୟରେ ହାଇଦରକୁ ତେଲେଙ୍ଗାନା ପୋଲିସ ସହାୟତାରେ ଗିରଫ କରିଛି କମିଶନରେଟ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା