Masthead

ଜେଲରେ ଗ୍ୟାଙ୍ଗଷ୍ଟର ଟିଲୁର ହତ୍ୟା

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ତିହାର ଜେଲରେ ଗ୍ୟାଙ୍ଗଷ୍ଟର ଟିଲୁର ହତ୍ୟା । ମଙ୍ଗଳବାର ତିହାର ଜେଲରେ ତାଜପୂରିୟା ଓରଫ ସୁନୀଲ ମାନକୁ ହତ୍ୟା କରାଯାଇଛି । ଦିଲ୍ଲୀ ରୋହିଣୀ କୋର୍ଟରେ ଗୁଳିମାଡ଼ ଘଟଣାରେ ତିହାର ଜେଲରେ ଥିଲା ଗ୍ୟାଙ୍ଗଷ୍ଟର ଟିଲୁ । ଜେଲ ଭିତରେ ଥିବା ଟିଲୁଙ୍କ ବିପକ୍ଷ ଗୋଷ୍ଠୀର ଲୋକମାନେ ତାଙ୍କୁ ଲୁହା ରଡରେ ଆକ୍ରମଣ କରିଥିଲେ । ଟିଲୁଙ୍କ ଅବସ୍ଥା ଗୁରୁତର ହେବାରୁ ତାଜପୁରିୟାକୁ ଦିନ ଦୟାଲ ଉପାଧ୍ୟାୟ ହସ୍ପିଟାଲକୁ ନିଆଯାଇଥିଲା।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଆକ୍ରମଣକାରୀ ହେଲେ ଯୋଗେଶ ଟୁଣ୍ଡା, ସହଯୋଗୀ ଦୀପକ ତୀତାର, ରିୟାଜ ଖାନ ଓ ରାଜେଶ । ଏଥିରେ ଟିଲୁ ସମେତ ରାଜେଶ ନାମକ କଏଦୀ ଗୁରୁତର ଆହତ ହୋଇଥିଲେ। ଜେଲ ପ୍ରଶାସନ ଉଭୟଙ୍କୁ ଚିକିତ୍ସା ପାଇଁ ଦିନ ଦୟାଲ ଉପାଧ୍ୟାୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ