Masthead

ଜେଲରେ ଗ୍ୟାଙ୍ଗଷ୍ଟର ଟିଲୁର ହତ୍ୟା

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ତିହାର ଜେଲରେ ଗ୍ୟାଙ୍ଗଷ୍ଟର ଟିଲୁର ହତ୍ୟା । ମଙ୍ଗଳବାର ତିହାର ଜେଲରେ ତାଜପୂରିୟା ଓରଫ ସୁନୀଲ ମାନକୁ ହତ୍ୟା କରାଯାଇଛି । ଦିଲ୍ଲୀ ରୋହିଣୀ କୋର୍ଟରେ ଗୁଳିମାଡ଼ ଘଟଣାରେ ତିହାର ଜେଲରେ ଥିଲା ଗ୍ୟାଙ୍ଗଷ୍ଟର ଟିଲୁ । ଜେଲ ଭିତରେ ଥିବା ଟିଲୁଙ୍କ ବିପକ୍ଷ ଗୋଷ୍ଠୀର ଲୋକମାନେ ତାଙ୍କୁ ଲୁହା ରଡରେ ଆକ୍ରମଣ କରିଥିଲେ । ଟିଲୁଙ୍କ ଅବସ୍ଥା ଗୁରୁତର ହେବାରୁ ତାଜପୁରିୟାକୁ ଦିନ ଦୟାଲ ଉପାଧ୍ୟାୟ ହସ୍ପିଟାଲକୁ ନିଆଯାଇଥିଲା।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଆକ୍ରମଣକାରୀ ହେଲେ ଯୋଗେଶ ଟୁଣ୍ଡା, ସହଯୋଗୀ ଦୀପକ ତୀତାର, ରିୟାଜ ଖାନ ଓ ରାଜେଶ । ଏଥିରେ ଟିଲୁ ସମେତ ରାଜେଶ ନାମକ କଏଦୀ ଗୁରୁତର ଆହତ ହୋଇଥିଲେ। ଜେଲ ପ୍ରଶାସନ ଉଭୟଙ୍କୁ ଚିକିତ୍ସା ପାଇଁ ଦିନ ଦୟାଲ ଉପାଧ୍ୟାୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ