Masthead

ଗ୍ୟାଙ୍ଗଷ୍ଟାର ଟିଟୋର ସହଯୋଗୀ ଜିଲ୍ଲା ବିଜେଡି ଉପସଭାପତି

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଳା ଉପସଭାପତିଭାବେ ଗ୍ୟାଙ୍ଗଷ୍ଟାର ଟିଟୋର ସହଯୋଗୀ ଜ୍ୟୋତିକାନ୍ତ ପରିଡା ଓରଫ ବାପୁ ପରିଡାଙ୍କ ନାମ ଘୋଷଣା ପରେ ଜିଲ୍ଲା ବିଜେଡିରେ ସୃଷ୍ଟି ହୋଇଛି କମ୍ପନ । ବିଜେଡି ବିଧାୟକ ସମ୍ବିତ ରାଉତରାୟ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ମୁଁ ଯେଉଁ ତାଲିକା ଦେଇଥିଲି ସେଥିରେ ଜ୍ୟୋତିକାନ୍ତଙ୍କ ନାଁ ନଥିଲା ।

ଏବେ ତାଙ୍କ ନାଁ ସାଙ୍ଗଠନିକ ପଦ ତାଲିକାରେ କିପରି ଆସିଲା ମୁଁ ଜାଣିନି । ପରୋକ୍ଷରେ ବିଧାୟକ ଶ୍ରୀ ରାଉତରାୟ ସରାକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆଡକୁ ଅଙ୍ଗୁଳି ଉଠାଇଛନ୍ତି । ଯାହାକୁ ନେଇ ଜିଲ୍ଲା ବିଜେଡିରେ ଦେଖାଦେଇଛି ବିବାଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ