Masthead

ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତି

ଗଣିଆ(ବଡ଼ ଖବର ବ୍ୟୁରୋ): ଗଣିଆ ତହସିଲ ଅନ୍ତର୍ଗତ ମହନପଦା ଗ୍ରାମରେ ଅଗ୍ନିକାଣ୍ଡ । ବିରଞ୍ଚି ଭୋଇଙ୍କ ଲକ୍ଷାଧିକ ଟଙ୍କାର ସମ୍ପତି ପୋଡ଼ି ପାଉଁଶ ହୋଇଯାଇଛି। ବିଳମ୍ବିତ ରାତିରେ ଘଟିଛି ଏହି ଅଗ୍ନିକାଣ୍ଡ ।

ଅଗ୍ନିକାଣ୍ଡରେ ବିରଞ୍ଚିଙ୍କ ୩ ବଖରା ଚାଳଘର ସମେତ ୫୦ହଜାର ଟଙ୍କା ଓ ସମସ୍ତ ଆସବାବପତ୍ର ପୋଡ଼ି ଯାଇଛି। ଗଣିଆ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଅାଁକୁ ଆୟତ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ