Masthead

କାରରୁ ଦେଢ଼ କୁଇଣ୍ଟାଲ ଗଞ୍ଜେଇ ଜବତ

ଲମତାପୁଟ(ବଡ଼ ଖବର ବ୍ୟୁରୋ): କାରରେ ପ୍ରେସ ଲଗାଇ ଅଭିନବ ଉପାୟରେ ଗଞ୍ଜେଇ ଚୋରାଚାଲାଣ । ୧୫ ଲକ୍ଷ ଟଙ୍କାର ଗଞ୍ଜେଇ ବୋଝେଇ ଗାଡ଼ି ଜବତ କରିବା ସହ ୨ ମାଫିଆ ଗିରଫ । ଉଭୟ ମହାରାଷ୍ଟ୍ର ଅଂଚଳର ମିଳିନ୍ଦ ଚିକତେ ଏବଂ ଶୁଭମ ସଂଜୟ ସିନ୍ଦେ ବୋଲି ଜଣାପଡିଛି । ଗତକାଲି ଆନ୍ଧ୍ର ସୀମାନ୍ତବର୍ତ୍ତୀ ଅଂଚଳରୁ ମହାରାଷ୍ଟ୍ରକୁ ଗଞ୍ଜେଇ ଚୋରା ଚାଲାଣ କରୁଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ ନନ୍ଦପୁର ଏସ.ଡି.ପି.ଓ ଙ୍କ ନେତୃତ୍ୱରେ ପାଡୁଆ ପୋଲିସ ବଡଦେବତା ଛକ ନିକଟରେ ନାକାବନ୍ଦୀ କରିଥିଲେ ।

ଯାଞ୍ଚ ବେଳେ ସେହି ରାସ୍ତା ଦେଇ ଯାଉଥିବା ଏକ XUV ୫୦୦ ଗାଡ଼ିକୁ ପୁଲିସ ଅଟକାଇଥିଲା। ଯାଞ୍ଚ ବେଳେ ଏହି କାରରୁ ଦେଢ଼ କୁଇଣ୍ଟାର ଗଞ୍ଜେଇ ଜବତ ହୋଇଥିଲା ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୫ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା