Masthead

ଲୋକାଲ ବସରୁ ଗଞ୍ଜେଇ ଜବତ, ତିନି ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ମୋହନ ଗିରି ଠାରୁ ଭବାନୀ ପାଟଣା କୁ ଯାଉଥିବା ଏକ ଲୋକାଲ ବସ୍ ରୁ ଗଞ୍ଜେଇ ଜବତ । ଦୁଇଟି ବ୍ୟାଗ ରେ ଗଞ୍ଜେଇ ନେଉଥିବା ବେଳେ ଧରିଲା କେସିଙ୍ଗା ପୋଲିସ । ଗଞ୍ଜେଇ ଚୋରା ଚାଲାଣ କରୁଥିବା ତିନି ଜଣଙ୍କୁ ପୋଲିସ ଅଟକ ରଖିଛି ।  ଏଥିସହିତ ବସରେ ଯାଉଥିବା ଯାତ୍ରୀଙ୍କ ମଧ୍ୟରୁ ଜଣେ ମହିଳା ଓ ଦୁଇଜଣ ପୁରୁଷଙ୍କୁ ଅଟକ ରଖିଛି କେସିଙ୍ଗା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ