Masthead

ଲୋକାଲ ବସରୁ ଗଞ୍ଜେଇ ଜବତ, ତିନି ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ମୋହନ ଗିରି ଠାରୁ ଭବାନୀ ପାଟଣା କୁ ଯାଉଥିବା ଏକ ଲୋକାଲ ବସ୍ ରୁ ଗଞ୍ଜେଇ ଜବତ । ଦୁଇଟି ବ୍ୟାଗ ରେ ଗଞ୍ଜେଇ ନେଉଥିବା ବେଳେ ଧରିଲା କେସିଙ୍ଗା ପୋଲିସ । ଗଞ୍ଜେଇ ଚୋରା ଚାଲାଣ କରୁଥିବା ତିନି ଜଣଙ୍କୁ ପୋଲିସ ଅଟକ ରଖିଛି ।  ଏଥିସହିତ ବସରେ ଯାଉଥିବା ଯାତ୍ରୀଙ୍କ ମଧ୍ୟରୁ ଜଣେ ମହିଳା ଓ ଦୁଇଜଣ ପୁରୁଷଙ୍କୁ ଅଟକ ରଖିଛି କେସିଙ୍ଗା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା