ଗଞ୍ଜେଇ ଚାଲାଣର ସେଫ କରିଡ଼ର ରାୟଗଡ଼ା

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବେଧଡକ ଚାଲିଛି ଗଞ୍ଜେଇ କାରବାର । ଗଞ୍ଜେଇ ଚୋରା ଚାଲଣର ସେଫ କରିଡର ସାଜିଛି ରୟଗଡ଼ା । ଗଞ୍ଜେଇ ଚୋରାଚାଲଣ ପାଇଁ ମାଫିଆମାନେ ଆପଣାଉଛନ୍ତି ନୂଆ ନୂଆ ତରିକା । କେବେ ଆଳୁ ଗାଡି ତ କେବେ ଟ୍ୟାଙ୍କରେ ବୁହା ହେଉଛି ଗଞ୍ଜେଇ । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଶହ ଶହ କ୍ୱୁଇଣ୍ଟାଲ ଗଞ୍ଜେଇ ପ୍ରତିଦିନ ରାୟଗଡ଼ା ଦେଇ ଚାଲାଣ ହେଉଛି । ଗତ ୨୦ଦିନ ମଧ୍ୟରେ ପ୍ରାୟ ୨୩୦୦କେଜିରୁ ଉଦ୍ଧ୍ୱର୍ ଗଞ୍ଜେଇ ଜବତ କଲାଣି ପୋଲିସ । ପଦ୍ମପୁର ପୋଲିସ ଗତକାଲି ପୁଶିଗୁଡ଼ା ଜଙ୍ଗଲରେ ଚଢଉ କରି ୧୫୮ କେଜି ଗଞ୍ଜେଇ ଜବତ କରି ସମୀର ସିଂ ନାମକ ଜଣେ ଯୁବକଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!