Masthead

୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ, ତିନି ଗିରଫ

 

ମାଲକାନଗିରି: (ବଡ଼ ଖବର ବ୍ୟୁରୋ)  ମାଲକାନଗିରି ଜିଲ୍ଲା ଅବକାରୀ ବିଭାଗକୁ ମିଳିଲା ପୁଣି ଏକ ବଡ ସଫଳତା । ଜିଲ୍ଲାର ପଦ୍ମଗିରି ଅଞ୍ଚଳରୁ ଗଞ୍ଜେଇ ନେଇ ସୁଦୂର ଛତିଶଗଡ କୁ ଚୋରା ଚାଲାଣ କରିବା ସମୟରେ ପିକଅପ ଗାଡି ସହ ୩ ଜଣକୁ ଗିରଫ କରିଛି ଜିଲ୍ଲା ଅବକାରୀ । ଅବକାରୀ ବିଭାଗର କର୍ମଚାରୀ ମାନେ ସର୍ଗିଗୁଡା  ନିକଟରେ ପାଟ୍ରୋଲିିଂଗ ସମୟରେ ଗୁଇନ୍ଦା ସୂଚନା ପାଇ ପିକଅପ  ଗାଡିଟିକୁ ଯାଞ୍ଚ କରିବା ସମୟରେ ୩ ଜଣଙ୍କୁ  ଗିରଫ କରିଥିବା ବେଳେ ଅନ୍ୟ ଦୁଇ ଜଣ ଅବକାରୀ କର୍ମଚାରୀଙ୍କୁ ଚକମା ଦେଇ ଫେରାର ହୋଇ ଯାଇଛନ୍ତି । ଏମାନଙ୍କ ନିକଟରୁ ୭୦୦ କେଜି ଗଞ୍ଜେଇ ଜବତ ହୋଇଥିବା ବେଳେ ଏହାର ଅନୁମାନିକ ବାଜାର ମୂଲ୍ୟ ପ୍ରାୟ ୫୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଅବକାରି ଏସପି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ