Masthead

ଘରୁ ମିଳିଲା ୭୬ ଲକ୍ଷ ଟଙ୍କାର ଗଞ୍ଜେଇ

ଲମତାପୁଟ (ବଡ଼ ଖବର ବ୍ୟୁରୋ): ମାଛକୁଣ୍ଡ ପୋଲିସକୁ ମିଳିଛି ବଡ଼ ସଫଳତା । ଖିଲପୁଟ ଗ୍ରାମରେ ଗଛିତ ଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ପୋଲିସ । ବିଶେଷ ସୂତ୍ରରୁ ଖବର କୋରାପୁଟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ନନ୍ଦପୁର ଏସ.ଡି.ପିଓ ଙ୍କ ନେତୃତେରେ ମାଛକୁଣ୍ଡ, ଯଲାପୁଟ ଏବଂ ଲମତାପୁଟ ପୋଲିସ ମିଳିତ ଭାବରେ ସ୍ୱତନ୍ତ୍ର ଟିମ ଗଠନ କରି ଖିଲପୁଟ ଗ୍ରାମ ଖଗପତିଙ୍କ ଘରେ ଗଛିତ ଥିବା ଗଞ୍ଜେଇକୁ ଜବତ କରିଛି ପୋଲିସ । ୩୩ଟି ବସ୍ତାରେ ୭ କୁଇଁଣ୍ଟାଲ ୬୨କେଜିର ଗଞ୍ଜେଇ ଜବତ । ତେବେ ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ ୭୬ଲକ୍ଷ ହେବ ବୋଲି ପୋଲସ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ