Masthead

ଗଞ୍ଜାମ ଓ ଗଜପତିରେ ପଡ଼ିପାରେ ଅଧିକ ପ୍ରଭାବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଡି ଆସୁଛି ଗୁଲାବ । ଖୁବ ଜୋରରେ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା । ଏହା ଗୋପାଳପୁରଠାରେ ୧୮୦ କିଲୋମିଟର ଦୂରତାରେ ଥିବାବେଳେ ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମ ଠାରୁ ୨୮୯ କିଲୋମିଟର ଦୂରରେ ରହିଛି । ଆଜି ମଧ୍ୟରାତ୍ରରେ ଏହା ଗୋପାଳପୁର ଓ କଳିଙ୍ଗପଟ୍ଟନମ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରଛି ।

ବାତ୍ୟା ଗୁଲାବ ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୭୫ରୁ ୮୫ କିଲୋମିଟର ରହିବ । ବିଶେଷକରି ଗଞ୍ଜାମ ଓ ଗଜପତିରେ ବାତ୍ୟା ଗୁଲାବର ଅଧିକ ପ୍ରଭାବ ପଡ଼ିବ ବୋଲି ଏସଆରସି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି