Masthead

ମା’ ବୁଢ଼ୀ ଠାକୁରାଣୀ ଯାତ୍ରାର ଆଜି ଶେଷ ଦିନ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ମା’ ବୁଢୀ ଠାକୁରାଣୀ ଯାତ୍ରାର ଆଜି ଶେଷ ଦିନ । ଦିନ ସାରା ଅସ୍ଥାୟୀ ମଣ୍ଡପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମା’ । ମଧ୍ୟରାତ୍ରୀରେ ମୁଖ୍ୟମନ୍ଦିରକୁ ଫେରିବେ । ବାପଘରୁ ଭାରତୁରା ନେଇ ଶାଶୂଘରକୁ ଯିବେ ମାଆ ସାଆନ୍ତାଣୀ । ଝିଅ ବିଦାବେଳେ ବାପଘର ସାହିରେ ଦେଖିବାକୁ ମିଳିବ ଭାବପୂର୍ଣ୍ଣ ଦୃଶ୍ୟ । ଏହାପରେ ବେଷଭୂଷା ସହ ଦେଶିବେହେରା ସାହିରୁ ମୁଖ୍ୟ ମନ୍ଦିରକୁ ବାହାରିବ ବିରାଟ ପଟୁଆର । ବିଭିନ୍ନ ସାହି ପରିକ୍ରମା କରିବା ସହ ମାନସିକଧାରୀ ଶ୍ରଦ୍ଧାଳୁମାନେ ନିଜ ମାନସିକ ଘଟକୁ ଧରି ମାଆଙ୍କ ପଛେ ପଛେ ଯାତ୍ରା କରିବେ । ମାନସିକଧାରୀ ମୁଖ୍ୟ ମନ୍ଦିରରେ ଘଟ ବିସର୍ଜନ କରି ଘରକୁ ଫେରିବେ । ମାଆ ଫେରୁଥିବାରୁ ସାହିରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ