Masthead

ନୀତୀଶଙ୍କୁ ରୋହିଣୀଙ୍କ କଟାକ୍ଷ, ଅଳିଆ ଏବେ ପୁଣି ଅଳିଆ ଗଦାକୁ ଗଲା

 

ବିହାର (ବଡ଼ ଖବର ବ୍ୟୁରୋ): ବିହାର ରାଜନୀତିରେ ହଇଚଇ । ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆରମ୍ଭ ହୋଇଛି ରାଜନୀତି । ନୀତୀଶଙ୍କ ଇସ୍ତଫା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ଆର୍‌ଜେଡି’ ମୁଖ୍ୟ ଲାଲୁ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ସମାଲୋଚନା କରିଛନ୍ତି। ସେ ତାଙ୍କ ଏକ୍ସରେ ଲେଖିଛନ୍ତ ଅଳିଆ ଏବେ ପୁଣି ଅଳିଆ ଗଦାକୁ ଗଲା ।

ଅଳିଆଗଦାକୁ ଦୁର୍ଗନ୍ଧମୟ ଅଳିଆ ହିଁ ଭଲ ଲାଗେ । ସୂଚନାଯୋଗ୍ୟ, ନୀତୀଶ କୁମାର ଆଜି ସନ୍ଧ୍ୟା ୫ଟାରେ ଶପଥ ଗ୍ରହଣ କରିବେ । ବିଜେପି ସମର୍ଥନରେ ଏକ ନୂତନ ସରକାର ଗଠନ ପାଇଁ ଦାବି କରିଛନ୍ତି ନୀତୀଶ କୁମାର। ଆସନ ବଣ୍ଟନ ଆଲୋଚନାରେ ବିଫଳ ହେବା କାରଣରୁ ନୀତୀଶ ଇଣ୍ଡିଆ ବ୍ଲକ୍‌ରେ ଅସନ୍ତୋଷ ପ୍ରକାଶ କରିଥିଲେ। ଆଜି ତାଙ୍କ ଇସ୍ତଫା ପରେ ନୀତୀଶ କହିଛନ୍ତି, ପୂର୍ବ ସହଯୋଗୀ ଦଳ ଛାଡ଼ି ଏକ ନୂତନ ମେଣ୍ଟ ଗଠନ କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା