ଡାକ୍ତରଖାନା ପରିସରରେ କୁଢ କୁଢ ଅଳିଆ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଛପାଖ ଶବ ବ୍ୟବଚ୍ଛେଦ ଗୃହ ନିକଟରେ ମାସ ମାସ ଧରି ଡାକ୍ତରଖାନାରୁ ବାହାରୁଥିବା ବର୍ଜ୍ୟବସ୍ତୁ ଏକ ଖୋଲା ସ୍ଥାନରେ ପକାଇବା ଦ୍ୱାରା ଗାଇ, ଘୁଷୁରୀ, କୁକୁର ଏଗୁଡ଼ିକ ଖାଇ ଏଣେ ତେଣେ ପକାଉଥିବ ବେଳେ  ଦୁର୍ଗନ୍ଧ ମୟ ପରିବେଶ ସୃଷ୍ଟି ହେଉଛି ।

ଫଳରେ ଜିଲ୍ଲାରେ ଡେଙ୍ଗୁ, ମ୍ୟାଲେରିଆ ରୋଗ ବ୍ୟାପିବାରେ ଲାଗିଛି । କିନ୍ତୁ ବାରମ୍ବାର ଖବର ପ୍ରକାଶ କଲେ ମଧ୍ୟ କୈାଣସି ପଦକ୍ଷେପ ନିଆଯାଇନାହିଁ। ପୈାରପାଳିକା ଏବଂ ସ୍ବାସ୍ଥ୍ୟ ବିଭାଗର ତାଳମେଳ ରହୁନଥିବା ଜଣାପଡିଛି। ଡାକ୍ତରଖାନାକୁ ପ୍ରତିଦିନ ହଜାର ହଜାର ରୋଗୀ ଏବଂ ରୋଗୀଙ୍କ ସମ୍ପର୍କିୟ ମାନେ ଆସୁଥିବା ବେଳେ ରୋଗ ଭଲ ହେବ କଣ ରୋଗ ସଂକ୍ରମିତ ହେବାର ଆଶଂକା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’