Masthead

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗର୍ଜିଲେ ସରପଞ୍ଚ ସଂଘ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ଏଗାର ଦଫା ଦାବି ନେଇ କଳାହାଣ୍ଡି ଜିଲ୍ଲା ସରପଞ୍ଚ ସଂଘର ଜିଲ୍ଲାପାଳଙ୍କୁ ଦାବିପତ୍ର ଦେବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣାଦିଆଯାଇଛି । କଳାହାଣ୍ଡି ଜିଲ୍ଲା ସରପଞ୍ଚ ସଂଘ ଏଗାର ଦଫା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରିଛନ୍ତି ।

ରାଜ୍ୟ ସରକାରୀ ସରପଞ୍ଚ ମାନଙ୍କୁ ପ୍ରତି କ୍ଷେତ୍ରରେ ଅବହେଳା କରୁଥିବା ଅଭିଯୋଗ କରିଛନ୍ତି ସରପଞ୍ଚ ସଂଘ । ଯଦି ଆଗକୁ ଦାବି ପୂରଣ ନହୁଏ ତାହେଲେ ପଂଚାୟତ ଅଫିସରେ ତାଲା ଦେବେ ବୋଲି ପଂଚାୟତ ସଙ୍ଘ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?