Masthead

ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍

ରାଉରକେଲା(ବଡ଼ ଖବର ବ୍ୟୁରୋ): ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଆଜି ସକାଳେ ଗ୍ୟାସ ଲିକ୍ ହୋଇ ଅଘଟଣ ଘଟିଛି । ଗ୍ୟାସ ଲିକ୍ରେ ୧୦ ଜଣ ଆହତ ହୋଇଛନ୍ତି । ସେଥିରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ଆଉ ୨ ଜଣ ଗୁରୁତର ଅଛନ୍ତି । ଗୁରୁତର ୨ ଜଣଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି । ଆହୁରି ୬ ଜଣ କର୍ମଚାରୀ ଅସୁସ୍ଥ ଅଛନ୍ତି । ସେମାନଙ୍କୁ ଆଇଜିଏଚରେ ଚିକିତ୍ସା କରାଯାଉଛି । କାରଖାନା କୋଇଲା ରାସାୟନିକ ବିଭାଗରେ ଏହି ଲିକ୍ ହୋଇଥିଲା ଯେଉଁଠାରେ ଅନେକ କର୍ମଚାରୀ ଡ୍ୟୁଟିରେ ଥିଲେ । ଦୁର୍ଘଟଣା ପଛର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା