Masthead

ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍

ରାଉରକେଲା(ବଡ଼ ଖବର ବ୍ୟୁରୋ): ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଆଜି ସକାଳେ ଗ୍ୟାସ ଲିକ୍ ହୋଇ ଅଘଟଣ ଘଟିଛି । ଗ୍ୟାସ ଲିକ୍ରେ ୧୦ ଜଣ ଆହତ ହୋଇଛନ୍ତି । ସେଥିରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ଆଉ ୨ ଜଣ ଗୁରୁତର ଅଛନ୍ତି । ଗୁରୁତର ୨ ଜଣଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି । ଆହୁରି ୬ ଜଣ କର୍ମଚାରୀ ଅସୁସ୍ଥ ଅଛନ୍ତି । ସେମାନଙ୍କୁ ଆଇଜିଏଚରେ ଚିକିତ୍ସା କରାଯାଉଛି । କାରଖାନା କୋଇଲା ରାସାୟନିକ ବିଭାଗରେ ଏହି ଲିକ୍ ହୋଇଥିଲା ଯେଉଁଠାରେ ଅନେକ କର୍ମଚାରୀ ଡ୍ୟୁଟିରେ ଥିଲେ । ଦୁର୍ଘଟଣା ପଛର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ