Masthead

ଗ୍ୟାସ ଲିକରୁ ଅଗ୍ନିକାଣ୍ଡ, ୩ ଗୁରୁତର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ୟାସ ଲିକ ହୋଇ ଅଗ୍ନିକାଣ୍ଡ । ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ପିଠାପୁର ସ୍ଥିତ ତାରଚାନ୍ଦପାଟଣାରେ । ଆଜି ସକାଳେ ଅଚାନକ ଘରୋଇ ଗ୍ୟାସ ସିଲିଣ୍ଡର ଲିକ୍ ଯୋଗୁଁ ନିଆଁ ଲାଗିଯାଇଥିଲା। ଫଳରେ ଏଥିରେ ତିନିଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ତୁରନ୍ତ କଟକ ବଡମେଡିକାଲରେ ଭର୍ତ୍ତି କରାଯାଇଛି ।ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ